Education

ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ

ନବରଙ୍ଗପୁର, ୦୫/୦୯: ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ପାଳିତ ହେଲା ଗୁରୁ ଦିବସ। ଏହି ଅବସରରେ ଗୁରୁଙ୍କୁ ଛାତ୍ରଛାତ୍ରୀ ପୂଜା କରୁଥିବା ବେଳେ ଗୁରୁ ମାନେ ମଧ୍ୟ ଅଜ୍ଞାନ ରୂପକ ଅନ୍ଧକାରରୁ ଜ୍ଞାନର ଆଲୋକ ଆଡ଼କୁ ନେବା ପାଇଁ ସଂକଳ୍ପବଦ୍ଧ ।

ଗୁରୁଦିବସ ପାଇଁ ସମସ୍ତ ଶିକ୍ଷା ଅନୁଷ୍ଠାନରେ ଆଜି ଉତ୍ସାହର ମାହୋଲ । ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ ଗୁରୁଦିବସ ଭାବେ ପାଳନ କରି ଆସୁଛନ୍ତି ଦେଶବାସୀ । ଏହି ଅବସରରେ ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ମଧ୍ୟ ପାଳିତ ହେଲା ଗୁରୁ ଦିବସ।

Mihir Sankar Patra (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button