DistrictNawarangpurOdisha

ଡାବୁଗାଁ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଜାନ କାର୍ଯ୍ୟକ୍ରମ ରେ ଯୋଗଦେଲେ ନବରଙ୍ଗପୁର ସାଂସଦ ଓ ଡାବୁଗାଁ ବିଧାୟକ

ନବରଙ୍ଗପୁର, ୧୭/୦୯ :-ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ଦ୍ବାରା ଦେଶବ୍ୟାପୀ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଜାନ ର ଶୁଭାରମ୍ଭ ହୋଇଛି। ଏହି ଅବସରରେ ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଯୋଗଦେଇଛନ୍ତି ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଜିଲାପାଳ ମହେଶ୍ୱର ସ୍ବାଇଁ ଓ ବିଡ଼ିଓ ଶରତ ମିଝୀ।

ଅନ୍ୟମାନଙ୍କ ମଧ୍ୟରେ ବିଜେପି ର ବରିଷ୍ଠ ନେତା ଜେ ରାଜଶେଖର ରାଓ, ବରିଷ୍ଠ ଆଇନଜୀବି ଜୟନ୍ତ କୁମାର ପାତ୍ର, ବରିଷ୍ଠ ବିଜେଡ଼ି ନେତା ସୁରେନ୍ଦ୍ର ମିଶ୍ର, ଏମ୍ ଆପା ରାଓ, ଜି କିରଣ କୁମାର, ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀ ଶର୍ମିଷ୍ଠା ଦେଓ, କିଶୋରୀ ପଟ୍ଟନାୟକ, ଜି ସତ୍ୟ ରାଓ, ଲକ୍ଷ୍ମୀ ଜାନୀ, ବଣ୍ଟି ସିଂ, ବିଶ୍ବ ପାତ୍ର, ମହେଶ ପାତ୍ର, ଭୀମ ଜେନା, ଏମ୍ ଭାଷ୍କର ରାଓ ପ୍ରମୁଖ ଉପସ୍ଥିତ ଥିଲେ। ଡକ୍ଟର ଦେବାଶିଷ ସାହୁ ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ସମସ୍ତ ଅଧିକାରୀ ଏହି କାର୍ଯ୍ୟକ୍ରମ ର ସଫଳତା ପାଇଁ ସହଯୋଗ ଓ ତଦାରଖ କରିଥିଲେ।

Mihir Sankar Patra (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button