District
Speech Chief Minister ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

prime minister ନରେନ୍ଦ୍ର ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ। ଆଜି ମୋଦୀଜୀଙ୍କ ନେତୃତ୍ବରେ ଦେଶ ଆଗେଇ ଚାଲିଛି। ତାଙ୍କର ସବକା ସାଥ୍ ସବକା ବିକାଶ, ସବକା ବିଶ୍ବାସ ଓ ସବକା ପ୍ରୟାସ ନୀତିକୁ ଆପଣାଇ ଦେଶ ଅଗ୍ରଗତି ପଥରେ ଚାଲିଛି।
