District

ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନବରଙ୍ଗପୁର, ୭/୩ ଅନ୍ତର୍ଜାତୀୟ ମହିଳା ଦିବସ ନବରଙ୍ଗପୁର ଆୟୋଜନ ଅବସରରେ । ଜିଲ୍ଲାରେ ହେବାକୁଥ‌ିବା ବିଭିନ୍ନ କାର୍ଯ୍ୟକ୍ରମ ସଂକ୍ରାନ୍ତରେ ଏକ ପ୍ରସ୍ତୁତି ବୈଠକ ଗତକାଲି ସ୍ଥାନୀୟ ଅଶୋକ ମହେଟା ସମ୍ମି ଳନୀ ନୀ ଗୃହରେ ଅନୁଷ୍ଠି ତ ହୋଇ ଯାଇଛି । ଏହି ବୈଠକ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ୍ ବର୍ମନ ଅଧ୍ଯକ୍ଷତ (ରାଜସ୍ୱ) କରିଥିଲେ ରିଥିଲେ । ଜିଲ୍ଲା କ୍ରୀଡ଼ା ଅଧୁକାରୀ ଜିତ୍ ଗାହାଣ, ଅତିରିକ୍ତ ଜିଲ୍ଲା ସତ୍ୟଜିତ୍ ଶିକ୍ଷା ଅଧୂକାରୀ । ସୁପ୍ରିୟା ନାୟକ, ଜିଲ୍ଲା ପ୍ରୋଜେକ୍ଟ ଅଫିସ ଅଫିସର ଏନ୍ ? ଏସ୍ ? ଏସ୍ ବିନୋଦ ବିହାରୀ ପ୍ରଧାନ, ଶାରୀରିକ ଶିକ୍ଷା ନିରୀକ୍ଷକ ପ୍ରଭାତ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ଜି ଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥି ତ ଥିଲେ ।ବୈଠକରେ ଆୟୋଜନ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା। ଏହି ବର୍ଷର ଅନ୍ତର୍ଜାତୀୟ ମହିଳା ଦିବସ କାର୍ଯ୍ୟକ୍ରମର ବିଷୟବସ୍ତୁ “ ସଶକ୍ତ ମହିଳା, ସଶକ୍ତ ରାଷ୍ଟ୍ର ” କୁ ବିଭିନ୍ନ କାର୍ଯ୍ୟକ୍ରମରେ ପ୍ରତିଫଳିତ

କରାଯାଇଛି। ଏହାର ପ୍ରତିଫଳନ ସ୍ୱରୂପ ଆଜି ୭.୩.୨୦୨୬ ରିଖ ସକାଳ ୮.୦୦ ଘ ସମୟରେ ଆ ? ଆସିଡି ଉଚ୍ଚ ବିଦ୍ୟାଳୟ ଖେଳ ପଡିଆରେ ମହିଳାମାନଙ୍କ ପାଇଁ ଏକ ସାମୁହିକ ଯୋଗ ଅଭ୍ୟାସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୨୦୦ରୁ ଅଧିକ ଛାତ୍ରୀ, ମିଶନ ଶକ୍ତି କର୍ମୀ, ଏନ୍ ସିସି ଓ ଏନ୍ ଏସ୍ ଏସ୍ ସଦସ୍ୟାମାନେ ଯୋଗ ଦେଇଥ୍ ଲେ । ଯୋଗ ଅଭ୍ୟାସ ସମୟରେ ଛାତ୍ରୀମାନଙ୍କୁ ଯୋଗର ଗୁରୁତ୍ଵ ଏବଂ ଏହା କିପରି ସଶକ୍ତ ମହିଳା ଗଠନ କରିବାରେ ସହାୟକ ହୁଏ ସେ ସମ୍ପର୍କରେ ଶିକ୍ଷା ଦିଆଯାଇଥିଲା।ଆଗାମୀ କାର୍ଯ୍ୟକ୍ରମରେ ଆସନ୍ତା କାଲି ୭ମାର୍ଚ୍ଚ ମହିଳାମାନଙ୍କ ପାଇଁ ଆତ୍ମରକ୍ଷା ତାଲିମ, ୮ ମାର୍ଚ୍ଚ ମହିଳାମାନଙ୍କ ପାଇଁ ମାରାଥନ ଏହି କାର୍ଯ୍ୟକ୍ରମଗୁଡ଼ି କ ମହିଳାମାନଙ୍କର ସ୍ୱାସ୍ଥ୍ୟ, ଆତ୍ମନିର୍ଭରତା ଓ ସଶକ୍ତିକରଣକୁ ପ୍ରୋତ୍ସାହିତ କରିବାରେ ଗୁରୁତ୍ଵପୂର୍ଣ ଭୂମିକା ଗ୍ରହଣ କରିବ ବୋଲି ଆଶା ପ୍ରକାଶ କରାଯାଉଛି ।

ଗୋବିନ୍ଦ ତ୍ରିପାଠୀ, ନବରଙ୍ଗପୁର

Web@admin

Related Articles

Leave a Reply

Your email address will not be published. Required fields are marked *

Back to top button