ରାଜ୍ୟରେ ଯଥେଷ୍ଟ ପରିମାଣର ରହିଛି ରନ୍ଧନ ଗ୍ୟାସ

ରାଜ୍ୟରେ ଯଥେଷ୍ଟ ପରିମାଣର ରହିଛି ରନ୍ଧନ ଗ୍ୟାସ
ଜନସାଧାରଣଙ୍କୁ ଚିନ୍ତିତ ନ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ
ଭୁବନେଶ୍ୱର, ୧୧/ ୩ ରାଜ୍ୟରେ ରନ୍ଧନ ଗ୍ୟାସ
(ଏଲପିଜି) ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଆଜି ଏକ ବୈଠକରେ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଙ୍କ ସମେତ ଜାଳେଣି ଗ୍ୟାସ ( ଏଲପିଜି) ଓ ଇନ୍ଧନ ତୈଳ ମାର୍କେଟିଂ କରୁଥିବା ଆଓସିଏଲ୍, ଏଚ୍ପିସିଏଲ ଓ ବିପିସିଏଲ ଆଦି କମ୍ପାନୀ ଧୀର କର୍ତ୍ତୃପକ୍ଷମାନେ ଉପସ୍ଥିତ ଥିଲେ। ରାଜ୍ୟରେ ଯ ଯଥେଷ୍ଟ ପରିମାଣର ରନ୍ଧନ ଦନ ଗ୍ୟାସ (ଏଲପିଜି) ଉପଲବ୍ଧ ରହିଛି ଏବଂ ଏବଂ ଜନସାଧାରଣଙ୍କୁ
ବିତରଣ ପ୍ରକ୍ରିୟ ଓ ଯୋଗାଣ ଶୃଙ୍ଖଳ ବ୍ୟବସ୍ଥା ସଂପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା । ଖାଉଟିମାନଙ୍କୁ ରନ୍ଧନ ଗ୍ୟାସ, ପେଟ୍ରୋଲ ଓ ଡିଜେଲ ଯୋଗାଣ ନେଇ ସମସ୍ୟା ด ଥୁବା ସଂପର୍କରେ ତୈଳ କମ୍ପାନୀ କର୍ତ୍ତୃପକ୍ଷମାନଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା । ସେହିପରି ଶିକ୍ଷାନୁଷ୍ଠାନ ଓ ଡାକ୍ତରଖାନାଗୁଡ଼ିକ ପାଇଁ ମଧ୍ଯ ରନ୍ଧନ ଗ୍ୟାସ ଯୋଗାଣରେ ସମସ୍ୟା ନାହିଁ । ମୁଖ୍ୟ ଶାସନ ସଚିବ ସୁବିଧାରେ ରନ୍ଧନ ଗ୍ୟାସ ଓ ଇନ୍ଧନ ତୈଳ ଉପଲବ୍ଧ ହେବା ନେଇ ଯୋଗାଣ ଶୃଙ୍ଖଳ ସନ୍ତୁଳନ ବଜାୟ ରଖିବାକୁ ତୈଳ କମ୍ପାନୀ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
ରନ୍ଧନ ଗ୍ୟାସ ଓ ପେଟ୍ରୋଲ, ଡିଜେଲ ଆଦିର ଉପଲବ୍ଧତା ନେଇ ନିୟମିତ ଭାବେ ବିଭିନ୍ନ ମାଧ୍ଯମରେ ଆବଶ୍ୟକୀୟ



