District

ଚୁକ୍ତିଭିତ୍ତିକ ସ୍କିମାଟିକ ଶିକ୍ଷକ ନିୟମିତ

ଚୁକ୍ତିଭିତ୍ତିକ ସ୍କିମାଟିକ ଶିକ୍ଷକ ନିୟମିତ

ଭୁବନେଶ୍ଵର, ତା୨୧/୩ ଶୁକ୍ରବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପରି ନେଇ ଇ ଚୁକ୍ତିଭିଭିକ ଭାବେ କାମ କରୁଥିବା ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କୁ ନିୟମି ନିୟମିତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

୨୦୨୩-୨୪ ବର୍ଷରେ ନିଯୁକ୍ତି ପାଇଥିବା ଏହି ବର୍ଗର ର କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରାଯାଇଛି । ଏହା ଦ୍ବାରା ରାଜ୍ୟର ୧୩ ହଜାରରୁ ଅଧ‌ିକ ଚୁକ୍ତିଭିଭିକ କନିଷ୍ଠ ଶିକ୍ଷକମାନେ ଉପକୃତ ହୋଇଛନ୍ତି।

ଏହି ଶିକ୍ଷକମାନେ ସେମାନଙ୍କର ଚାକିରିରେ ଯୋଗଦାନ ସମୟ ଠାରୁ ନିୟମିତ ହୋଇଛନ୍ତି। ତେବେ ସେମାନେ ଚାକିରୀରେ ଯୋଗଦାନ ସମୟ ଠାରୁ ୨୦୨୫ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ନୋସନାଲ ବେନିଫିଟ ପାଇବେ । ୨୦୨୬ ଜାନୁୟାରୀ ପହିଲା ଠାରୁ ନିୟମିତ କର୍ମଚାରୀଙ୍କ ଦରମା ତଥା ଅନ୍ୟାନ୍ୟ ସମସ୍ତ ସୁବିଧା ପାଇପାରିବେ।

ସୂଚନାଯୋଗ୍ୟ ଯେ, ଏହି କନଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବ।

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତ

୨୦୨୬ ଜାନୁୟାରୀ ପହିଲାରୁ କାର୍ଯ୍ୟକାରୀ

ଉପକୃତ ହେବେ ୧୩ ହଜାରରୁ ଅଧିକ ଶିକ୍ଷକ

ନିୟମିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ଘୋଷଣା କରିଥିଲେ । ଆଜି ଏହି ନିଷ୍ପତ୍ତି ଗ୍ରହଣ କରିବା ଦ୍ବାରା ଶିକ୍ଷକ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି । ଏହା ସହିତ ସ୍କମାଟିକ ଶିକ୍ଷକମାନେ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି।

ଗୋବିନ୍ଦ ତ୍ରିପାଠୀ, ନବରଙ୍ଗପୁର

Govinda Tripathy

Related Articles

Leave a Reply

Your email address will not be published. Required fields are marked *

Back to top button