OdishaPolitics

ଭିଜିଲାନ୍ସ ଜାଲରେ ମହିଳା କନିଷ୍ଠ ଯନ୍ତ୍ରୀ

ଗାଇସିଲେଟ,୧୦।୬ : ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ବରଗଡ଼ ଜିଲ୍ଲା ଗାଇସିଲେଟ୍ ବ୍ଲକ୍ ଡାଙ୍ଗବାହାଲ ପଞ୍ଚାୟତର ମହିଳା କନିଷ୍ଠ ଯନ୍ତ୍ରୀ ସସ୍ମିତା ଓରାମ | ମଙ୍ଗଳବାର ସେ ଜଣେ ପୂର୍ବତନ ସରପଞ୍ଚଠାରୁ ୮ ହଜାର

* Send a gift ବେଳେ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଥିଲା । ସସ୍ମିତା ଗତ ୧ ବର୍ଷ ହେବ ଗାଇସିଲେଟ ବ୍ଲକ୍

ଡାଙ୍ଗବାହାଲ ପଞ୍ଚାଯତରେ ଚାକିରିରେ ଯୋଗଦେଇଥିଲେ । ସେ ‘ମନରେଗା’ କାର୍ଯ୍ୟର ଏକ ରାସ୍ତା କାମ ପାଇଁ ପୂର୍ବତନ ସରପଞ୍ଚ ପ୍ରଦୀପ ସାହୁଙ୍କୁ ୮ ହଜାର ଟଙ୍କା ଲାଞ୍ଚ ଦେବାକୁ ଦାବି କରିଥିଲେ। ଏନେଇ ଅଭିଯୋଗକାରୀ ପୂର୍ବତନ ସରପଞ୍ଚ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଭିଜିଲାନ୍ସ ଟିମ୍ ଲାଞ୍ଚ ଟଙ୍କା ଗ୍ରହଣବେଳେ ବ୍ଲକ୍ କାର୍ଯ୍ୟାଳୟ ପରିସରରେ ଲାଞ୍ଚ ଟଙ୍କା ସହ ତାଙ୍କୁ କାବୁ କରିଥିଲେ।

Editor@Abbc

Related Articles

Leave a Reply

Your email address will not be published. Required fields are marked *

Back to top button