DIstrictEducationNationNawarangpurOdishaPolitics

ଉମରକୋଟରେ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର, 26/6 : ଆଜି ଉମରକୋଟ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଅଧ୍ଯକ୍ଷତାରେ ଏକ ଯୁଗ୍ମ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦର ଓ୍ୱାନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ବି ଡି ମନୋଜ କୁମାର ମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି । ଶିବିରରେ ମୋଟ ୪ ୮ ଜଣ ଆବେଦନକା ବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ସାମାଜିକ ସୁରକ୍ଷା ବିଭାଗ ତରଫରୁ ୨୨ ଜଣ ଚିହ୍ନଟ ଦିବ୍ୟାଙ୍ଗଙ୍କୁ ହିଲ୍ ଚେୟାର ଏବଂ ୨ ଜଣଙ୍କୁ ବୈଶାଖୀ ପ୍ରଦାନ କରାଯାଇ କରାଯାଇଥିଲା

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button