DIstrictEntertainmentHealthNationNawarangpurOdishaPolitics
ଉମରକୋଟ ଠାରେ ଜିଲାପାଳ ଏବଂ ଆରକ୍ଷୀ ଅକ୍ଷକଙ୍କ ଯୁଗ୍ମ ଅଧ୍ଯକ୍ଷତାରେ ଏକ ଜନଶୁଣାଣି ଶିବିର

ନବରଙ୍ଗପୁର : 25/6 ଉମରକୋଟ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ
ବିରଞ୍ଚି ନାରାୟଣ ଦର ୱାନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ । କୁମାର ମିଶ୍ର, ମିଶ୍ର ବି ଡି ଓ ମନୋଜ କୁମାର ମେହେରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୪୮ଜଣ ଆବେଦନକାରୀ ରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥୁଲାଛ ସାମାଜିକ ସୁରକ୍ଷା ବିଭାଗ ତରଫରୁ ୨୨ ଜଣ ଚିହ୍ନଟ ଦିବ୍ୟାଙ୍ଗ ଙ୍କୁ ହିଲ୍ ଚେୟାର ଏବଂ ୨ ଜଣ କୁ ବୈଶାଖୀ ପ୍ରଦାନ କରାଯାଇଥିଲା