
ଭୁବନେଶ୍ୱର, 26/6 :ମୁମ୍ବାଇର କୋକିଳାବେନ୍ ଧୀରୁଭାଇ ଅମ୍ମାନୀ ହସ୍ପିଟାଲରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଏବେ ଚିକିତ୍ସାଧୀନ ରହିଛନ୍ତି । ନବୀନ ପୂର୍ବରୁ ନିଜର ଚିକିତ୍ସା ସମ୍ପର୍କରେ ସାଧାରଣରେ ସବିଶେଷ ତଥ୍ୟ ଦେଇଯାଇ ନ ଥିଲେ। ହେଲେ ପ୍ରଥମ ଥର ଲାଗି ସେ ନିଜ ଚିକିତ୍ସା ସମ୍ପର୍କରେ ସମ୍ପୂର୍ଣ ତଥ୍ୟ ସାଧାରଣ ଲୋକଙ୍କୁ ଜଣାଇଥିଲେ। ଏହାପରେ ଦଳୀୟ ନେତା ଓ କର୍ମୀମାନେ ନବୀନଙ୍କ ଆଶୁ ଆରୋଗ୍ୟ କାମନାକରି ପୂଜାର୍ଚ୍ଚନାରେ ଲାଗି ପଡ଼ିଥିଲେ। ଏହାପରେ କେତେଜଣ ଆଗ ଧାଡ଼ିର ନେତା ନିଜ ନେତାଙ୍କୁ ଦେଖାକରି ତାଙ୍କ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବା ଲାଗି ମୁମ୍ବାଇ ଅଭିମୁଖେ ବାହାରିପଡ଼ିଥିଲେ। ହେଲେ ଏହି ନେତାମାନଙ୍କ ସବୁ ସରାଗ ଭାଙ୍ଗିଯାଇଛି। ନିଜ ନେତାଙ୍କୁ ପାଖରୁ ଦେଖିବାକୁ ନ ପାଇ କେବଳ ଭିଡିଓ କଲ୍ରେ ଦେଖ୍ ନିଜ ମନ ଖୁସି କରିବାକୁ ଚେଷ୍ଟା କରିଛନ୍ତି I ନିଜ ନେତାଙ୍କ ଦେଖା ନ ପାଇ ଦଳର ବରିଷ୍ଠ ନେତାମାନେ ଖାଲିରେ ଫେରିଥିବା ଖବର ଜାଣିବା ପରେ ଯେଉଁ ଆଉ କେତେଜଣ ନେତା ମୁମ୍ବାଇ ଯିବେ ବୋଲି ବାହାରିଥିଲେ, ସେମାନେ ଏବେ ନିଜ ମନ ବଦଳାଇ ଦେଇଛନ୍ତି I ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ମୋବାଇଲ୍ ଫୋନ୍ରୁ ଭି.କେ. ପାଣ୍ଡିଆନ୍ଙ୍କୁ ଭିଡିଓ କଲ୍ ଯାଇଥିଲା। ଏହିପରି ବମ୍ବେ ଯାଇଥିବା ନେତାମାନେ ନବୀନଙ୍କୁ ଦେଖୁଥିଲେ, ଯାହା ଭିତରେ ଆହୁରି ଅସନ୍ତୋଷକୁ ବଢ଼ାଇ ଦେଇଛି।
ସାଧାରଣ ନିର୍ବାଚନରେ ବିଜେଡି ସରକାରରୁ ଯିବା ପାଇଁ ପାଣ୍ଡିଆନ୍ ଏବଂ ବବିଙ୍କୁ ଦଳ ଦଳର ଏକାଧିକ ନେତା ଓ କର୍ମୀ ଦାୟୀ କରିଥିଲେ । ନିର୍ବାଚନ ପୂର୍ବରୁ ଦଳରେ ବବି ସବୁଠାରୁ କ୍ଷମତାଶାଳୀ ନେତା ହୋଇଯାଇଥିବା ବେଳେ 68 ପାଣ୍ଡିଆନ୍ ପୂରା ଦଳକୁ ପରିଚାଳନା କରୁଥିଲେ। ଗତ ମଙ୍ଗଳବାରଠାରୁ ଯାଇଥିବା ନେତାମାନେ ନବୀନଙ୍କ ବଡ଼ ଭାଇ ପ୍ରେମ୍ ପଟ୍ଟନାୟକ ଏବଂ ତାଙ୍କ ପୁତୁରା ଅରୁଣ ପଟ୍ଟନାୟକଙ୍କୁ ଭେଟିଥିବା ଜଣାପଡିଛି। ପ୍ରେମ୍ଙ୍କ ସହ ଦଳୀୟ ନେତାମାନେ କିଛି ସମୟ ଆଲୋଚନା କରିଥିଲେ। এই ନେତାମାନେ ମୁମ୍ବାଇରେ ଏକ 幻の つのののの ଗୋଟିଏ ଦିନ ରହିଥିଲେ। ଏମାନଙ୍କ ମଧ୍ଯରେ ବରିଷ୍ଠ ନେତା ଅଶୋକ ପଣ୍ଡା, ଅତନୁ ସବ୍ୟସଚୀ ନାୟକ, ସୁଶାନ୍ତ ରାଉତ, ସଞ୍ଜୟ ଦାସବର୍ମା, ରାଜ୍ୟ ସଭା ସଦସ୍ୟ ଶୁଭାଶିଷ ଖୁଣ୍ଟିଆ, ମାନସ ମଙ୍ଗରାଜ, ପ୍ରଣବ ବଳବନ୍ତରାୟ, ସଞ୍ଜୀବ ମଳିକ, ବିଶ୍ବରଞ୍ଜନ ମଲିକ, ବିକ୍ରମ ପଣ୍ଡା, ଚନ୍ଦ୍ରଶେଖର ସାହ ସମୁଖ ରହିଛନ୍ତି।
“ନସ ମୋତେବେଳେ ସମ୍ପର୍ଶ
ଯାଇଥିବା ବିଜେଡି ନେତାମାନେ। ମୁମ୍ବାଇ ଯାଇଥିଲ
ବିରୋଧ ହୋଇଥିଲା ଯେ ପାଣ୍ଡିଆନ୍ ରାଜନୀତିରୁ ସନ୍ନ୍ୟାସ ନେଉଥିବା କଥା କହିଥିଲେ। ହେଲେ ହେଲେ ଏବେ ଯେତେବେଳେ ନିର୍ବାଚନ ଭିତରେ ଚାଲିଛି। ତା ଫଳ ବାହାରିବାର ଗୋଟିଏ ବର୍ଷ ବିତିଯାଇଛି ଏବଂ ସେହି ଢାଞ୍ଚା ଏବେ ବି ଦଳ ତାକୁ ଦେଖ୍ ଦଳ ଭିତରେ ପୁଣି ଥରେ କମ୍ପନ ଆରମ୍ଭହୋଇଛି ଜଣେ ବରିଷ୍ଠ ନେତା କହିଛନ୍ତି, ଦଳକୁ ଏ ଦଳକୁ ଏତେ କ୍ଷତି ସହିବାକୁ ପଡ଼ିଲା ପରେ ବି ଯଦି ପାଣ୍ଡିଆନ୍ ଏବଂ ବବି ସବୁ ନିୟନ୍ତ୍ରଣରେ ପ୍ରଣରେ ରଖୁଛନ୍ତି ତେବେ ବିଜେଡିର ଭବିଷ୍ୟତ ଭଲ ନୁହେଁ। ନବୀନଙ୍କୁ ଦେଖାକରିବା ପାଇଁ ସେଇ ବବିଙ୍କ ଫୋନ୍ରୁ ପାଣ୍ଡିଆନ୍ଙ୍କୁ ଭିଡିଓ କଲ୍ କରାଯିବ, ଏହିଭଳି ନବୀନଙ୍କୁ ଦେଖୁବାକୁ ପଡ଼ିବ। ଏହାର ବବି ଆଉ ପାଣ୍ଡିଆନଙ୍କ ନିୟନ୍ତ୍ରଣରେ ଏବେ ବି ଦଳ ଚାହିଁଛି, ଯାହାକି ଭବିଷ୍ୟତ ଲାଗି ଭଲ ନୁହେଁ ବୋଲି ସେ କହିଛନ୍ତି। ଅନ୍ୟପଟେ ନବୀନଙ୍କୁ ଦେଖାକରିପାରିଲେନି, ବବିଙ୍କ ଫୋନ୍ରୁ ପାଣ୍ଡିଆନ୍ଙ୍କୁ ଭିଡି କଲ୍
ଯେଉଁମାନେ ଯାଇଥାଆନ୍ତେ, ସେମାନେ କହିଲେଣି କାହିଁକି ଯିବେ
ଉଦ୍ଦେଶ୍ୟ ପୂରଣ ହେଲାନି ଲାନି, ହୋଟେଲ୍ରେ ରହି ଖାଇ ଇପିଇ ଫେରିଲେ
ଅଣଦେଖା କରିଦିଆଯାଇଥିଲା। ଯେଉଁ ନେତା ନବ ନବୀନଙ୍କୁ ଦେଖା କରିବାକୁ ଚାହୁଁଥିଲେ, ତାହା ସମ୍ଭବ ହେଉ ନ ଥିଲା। ଯିଏ ସବୁ ଆସୁଥିଲେ, ପାଣ୍ଡିଆନଙ୍କୁ ଦେଖା କରୁଥିଲେ। ପାଣିଆକୁଙ୍କୁ ଦେଖାକରିବା ପାଇଁ ବବି ହିଁ ମାଧ୍ୟମ ସାଜିଥିଲେ, ଯେଉଁଥିଲାଗି ଦଳର ପରାଜୟ ପରେ ଏଇଛି
କିନ୍ତୁ ଦଳ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି ଦଳର ଏକାଧିକ ନେତା ନବୀନଙ୍କୁ ଦେଖ୍ ସ୍ବାସ୍ଥ୍ୟବସ୍ଥା କଥା ବୁଝିଲେ ବୋଲି ଉଲ୍ଲେଖ କରାଯାଇଛି।