ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ

ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁ ଦିବସ ପାଳିତ

ନବରଙ୍ଗପୁର :ଡାବୁଗାଁ ବ୍ଲକର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ପାଳିତ ହେଲା ଗୁରୁ ଦିବସ। ଏହି ଅବସରରେ ଗୁରୁଙ୍କୁ ଛାତ୍ରଛାତ୍ରୀ ପୂଜା କରୁଥିବା ବେଳେ ଗୁରୁ ମାନେ ମଧ୍ୟ ଅଜ୍ଞାନ ରୂପକ ଅନ୍ଧକାରରୁ ଜ୍ଞାନର ଆଲୋକ ଆଡ଼କୁ ନେବା ପାଇଁ ସଂକଳ୍ପବଦ୍ଧ । ଗୁରୁଦିବସ ପାଇଁ ଡାବୁଗାଁ ବ୍ଲକ ସଦର ମହକୁମା ରେ ଥିବା ଶିଶୁ ବିଦ୍ୟା ମନ୍ଦିର ସହ,ସମସ୍ତ ଶିକ୍ଷା ଅନୁଷ୍ଠାନରେ ଆଜି ଉତ୍ସାହର ମାହୋଲ ଦେଖୁବାକୁ ମିଳିଥିଲା। ଆଜି ଏହି ଶୁଭ ଅବସରେ ଡାବୁଗାଁ ଶିଶୁବିଦ୍ୟା ମନ୍ଦିର ଠାରେ ମାତୃ ଭାରତୀର ମାଁ ମାନେ ମଧ୍ୟ ଉପସ୍ଥିତ ରହିଥିଲେ । ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସକୁ ଗୁରୁଦିବସ ଭାବେ ପାଳନ କରି ଆସୁଛନ୍ତି ଦେଶବାସୀ । ରିପୋଟ ପ୍ରିୟଦର୍ଶିନୀ ପାତ୍ର, ନବରଙ୍ଗପୁର

Leave a Reply

Your email address will not be published. Required fields are marked *