Education

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣ।ଣି 88 ପ୍ରତିଶତ ଅଭିଯୋଗ ର ସମ।ଧାନ

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି: ୮୮ ପ୍ରତିଶତ ଅଭିଯୋଗର ସମାଧାନ

 

  1. ଭୁବନେଶ୍ଵର, ୧୧/୮ ; ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବ।ର ର ଥିଲା ୧୪ତମ ପାଳି । ସୋମ ବାର ଭୁବନେଶ୍ଵର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିୟମିତ ଅଭିଯୋଗ ଶୁଣାଣି ଯୋଗୁ ଦିଭିନ୍ନ କାରଣରୁ ସମସ୍ୟାରେ ଥିବା ଲୋକମାନେ ଆଶା ଓ ଭରସା ନେଇ ଆସୁଛନ୍ତି ଏବଂ ସେମାନଙ୍କ ସମସ୍ୟାର ସମାଧାନ ମଧ୍ୟ କରାଯାଉଛି। ଗତ ୧୩ଟି ପାଳିରେ ଗ୍ରହଣ ହଣ କରାଯାଇଥିବା ९१,9890 ଅଭିଯୋଗ ศখ ९०,۲۰๑๕ ଅଭିଯୋଗର ସମାଧାନ କରାଯାଇଛି। ଯାହା ଶତକଡ଼ା ପ୍ରତିଶତ ଅଟେ । ବାକି ଅଭିଯୋଗ ରିଯୋଗ ଗୁଡ଼ିକ ପ୍ରକ୍ରିୟା  ରହିଛି। ଲୋକଙ୍କ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମସ୍ୟାର ସମାଧାନ

 

ନିୟମିତ ପ୍ରୟାସ ଯୋଗୁ ସରକାରଙ୍କ ପ୍ରତି ଲୋକଙ୍କ ଆସ୍ଥା ବୃଦ୍ଧି ପାଇଛି । ପ୍ରତିଥର ଭଳି ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ ପ୍ରଥମେ ଆସି ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ବାହାରେ ଅପେକ୍ଷା କରିଥିବା ବିଦ୍ୟାଙ୍ଗ ଓ ଜଟିଳ ରୋଗଲେ ପୀର୍କିତ ପ୍ରାୟ ଜିତ ପ୍ରାୟ ୪୦ରୁ ବ୍ୟକ୍ତିଙ୍କୁ ଜଣ ଚଣ କରି ଭେଟିଥ ରଟିଥିଲେ ଏବଂ ସେମାନଙ୍କ ଅଭିଯୋଗ ପତ୍ର ଗ୍ରହଣ କରି ଚୂରନ୍ତ ପଦକ୍ଷେପ ନେବା ପାଇଁ ଉପସ୍ଥିତ ଅଧୁକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପ୍ରକୋଷ୍ଠ ଭିତରେ ପଞ୍ଜିକୃତ କରିଥିବା ଅଭିଯୋଗକାରୀମାନଙ୍କ ଅଭିଯୋଗ ଶୁଣିଥିଲେ। ମୁଖ୍ୟମନ୍ତ୍ରୀ, ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି । ସୋମ‌ବାର ଆସିଥିବା ଅଭିଯୋଗକାରୀମାନଙ୍କ ମଧ୍ୟରେ କିଛି ଜଣ ନିଜ ନିଜ ସମସ୍ୟାକୁ ନେଇ ବିଚଳିତ ହେଉଥିବାରୁ, ମୁଖ୍ୟମନ୍ତ୍ରୀ

 

ସେମାନଙ୍କୁ ଭରସା ଓ ଆଶ୍ୱାସନା ଦେଇ ବୁଝାଇଥିଲେ ଏବଂ ସମସ୍ୟାର ସମାଧାନ ପାଇଁ ପ୍ରତିଶୃତି ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଆଶ୍ବାସନା ଭରା କଥାରେ ଚିଜିତ ଲୋକମାନ ମାନଙ୍କ ମୁହଁ ମୁହଁରେ ଆଶାର କିରଣ ଦେଖାଦେଇଥିଲା ଏବଂ ସେମାନେ ମାନେ ଆଶ୍ଵସ୍ତ ହୋଇ ଫେରିଥିଲେ। ସୋମନାର ପ୍ର ପଳୋଷ୍ଠ ମଧ୍ୟରେ ଗ୍ରହଣ କରାଯାଇଥିବା ସମ ସମସ୍ତ ଅଭିଯୋଗ ଗୁଡିକର ପ୍ରତିବିଧାନ ପା ପାଇଁ ଉପସ୍ଥିତ ସମ୍ପୃକ୍ତ ବିଭାଗର ସଚିବମାନକୁ ନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମଣ୍ଡଳର ୮ ଜଣ ବରିଷ୍ଠ ମନ୍ତ୍ରୀ ସୋମଦାର ଲୋକଙ୍କ ଅଭିଯୋଗ ଶୁଣିଥିଲେ। ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ସଚିତ ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ପ୍ରଦାନ କରିଥିଲେ। ରାଜ୍ୟ ସରକାରଙ୍କ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରାଜ୍ୟସ୍ତର ସହିତ

 

ଜିଲ୍ଲାସରରେ ମଧ୍ୟ ଅନୁଷ୍ଠିତ ହେଉଛି । ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଜରିଆରେ ଅନେକ ଲୋକଙ୍କର ବର୍ଷ ବର୍ଷ ଧରି ପଡି ରହିଥିବା ସମସ୍ୟାର ସମାଧାନ ହୋଇପାରୁଛି। ସୋମ‌ବାର ମୁଖ୍ୟମନ୍ତ୍ରୀଙ୍କ ସହିତ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଜି. କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଜନ୍ଵୟନ ମନ୍ତ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଳିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ, ହସ୍ତରେ, ବୟନଶଃ ଓ ହସ୍ତଶିକ ମନ୍ତ୍ରୀ ପ୍ରଦୀପ ଦଳ ସାମନ୍ତ ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମୟରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମା କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିପ୍ପଳନା ବିଭାଗ 16766 ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଶରଞ୍ଜଳ କୁମାର ସିଂ ଏବଂ ଅନ୍ୟ ବିରାଗ ଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧୁକାରୀମାନେ ଉପସ୍ଥିତ ରହି ଅଭିଯୋଗ ଶୁଣାଣି କାର୍ଯ୍ୟରେ ସହଯୋଗ କରିଥିଲେ।

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button