Education
ପୁଲିସ action ମୋଡରେ ରହିବ।କୁ ମୁଖ୍ୟମନ୍ତ୍ରୀ ଙ୍କ ପରାମର୍ଶ
ପୁଲିସକୁ ଆକ୍ସନ ମୋଡ଼ରେ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ବର,13/8
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥୂପାଇଁ ପୁଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ବନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଛନ୍ତି ।
ସମସ୍ତ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ନିକଟରେ ପେଟ୍ରୋଲିଙ୍ଗ କୁ କଡା କଡି କରିବା ସହିତ ବାହାର ରାଜ୍ୟ ରୁ ଆସୁଥୁବା ଡ୍ରଗ୍ଧ କୁ ନିୟନ୍ନଣ କରିବା ପାଇଁ ପରା ମର୍ଶ ଦେଇଛନ୍ତି।