ଆସନ୍ତ। କ।ଲି ଲୋକ ସଭ। ବାଚସ୍ପତି ଓମ୍ ବିର୍ଲା ଓଡିଶା ଆସିବେ
ଏହାକୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଉଦଘାଟନ
କରିବେ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ
ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ ।
ଏଥିରୁ ସାରା ଦେଶରୁ ୨୪୦ରୁ ଅଧୂକ ଜଣ ପ୍ରତିନିଧୂ
ଯୋଗ ଦେବେ । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି
ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା ।
ଯାହା ସମ୍ପର୍କରେ ଆଲୋଚନା ହେବ । ଉଦଯାପନୀ
ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ
ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ ।
ଉଦଯାପନୀ ପରେ ପ୍ରତିନିଧୂଙ୍କୁ କୋଣାର୍କ
ଶ୍ରୀଜୀଉଙ୍କ ଦର୍ଶନ ପାଇଁ ନିଆଯିବ ।
ଆସନାକାଲି ଠାରୁ ଓଡ଼ିଶାରେ ଆୟୋଜିତ ହେବ ଦୁଇ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଅଗଷ୍ଟ ୨୯ ଏବଂ ୩୦ ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ ସୂଚନା ଦେଲେ ବିଧାନସଭା ବାଚସ୍ପତି ସୁରମା ପାଢୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ଆଲୋଚନା ହେବ । ଦୀର୍ଘ ୩୧ ବର୍ଷ ପରେ ଓଡିଶାରେ ଆୟୋଜନ କରାଯାଉଛି । ସବୁ ରାଜ୍ୟ ” କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜ ଅଧ୍ୟକ୍ଷ, ୫ ଜଣ ସଦସ୍ୟ ଏବଂ ୪ ଜଣ ବିଧା ଯୋଗଦେବେ । ଅନୁସୂଚିତ ଜାତି ଓ ଜନଜାତି ଉନ୍ନ ସଂସଦୀୟ କମିଟିର ୩୦ ଜଣ ସଦସ୍ୟ ଯୋଗଦେବେ ।
ଏହାକୁ ଲୋକସଭାର ବାଚସ୍ପତି ଓମ୍ ବିର୍ଲା ଉଦଘାଟନ କରିବେ । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗଦେବେ । ଏଥିରୁ ସାରା ଦେଶରୁ ୨୪୦ରୁ ଅଧୂକ ଜଣ ପ୍ରତିନିଧୂ ଯୋଗ ଦେବେ । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା । ଯାହା ସମ୍ପର୍କରେ ଆଲୋଚନା ହେବ । ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ