ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର
ନୂତନ ନୋଟାରୀ ନିଯୁକ୍ତି ପ୍ରକ୍ରିୟା ଶୀଘ୍ର
ଭୂବନେଶ୍ଵର, ୧୨/୯ :
ରାଜ୍ୟ ରେ ନୂତନ ନୋଟାରୀ ନିଯୁକ୍ତି ଅନଲାଇନ ଯୋଗେ ନୋଟାର ତଥା ଆଇନଜୀବୀଙ୍କ ତଥ୍ୟାବଳୀ ପ୍ରସ୍ତୁତି ନେ ନେଇ ଗୁରୁବାର ଆଇନ ବିଭାଗ ଭାଗ ସମ୍ମିଳନୀ କକ୍ଷରେ ଏକ ବୈଠକ ଅ ଅନୁଷ୍ଠିତ ହୋଇଯାଇଛି। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ଯକ୍ଷ ଧ୍ଯକ୍ଷତାରେ ଅନୁଷ୍ଠିତ ବୈଠକରେ ନୋଟାରୀ ଓ ଆଇନଜୀବୀଙ୍କ ଲାଗି ଏକ ସ୍ଵତନ୍ତ୍ର ୱେବ୍ ପୋର୍ଟାଲ ବିଷୟରେ ଆଲୋଚନା ହୋଇଥିଲା। ଏହି ୱେବ୍ ପୋର୍ଟାଲ ଜରିଆରେ ସବୁ ନୋଟାରୀ ଓ ଆଇନଜୀବୀଙ୍କୁ ପଞ୍ଜିକୃତ କରାଯିବ । ନୂଆ ନିଯୁକ୍ତି ଲାଗି ମଧ୍ୟ ନୋଟାରୀମାନେ ଏହି
ପୋର୍ଟାଲ ଜରିଆରେ ଦରଖାସ୍ତ କରିପାରିବେ। ପରବର୍ତ୍ତୀ ସମୟରେ ନୋଟାରୀମାନେ ନିୟମିତ ନିଜ କାର୍ଯ୍ୟର ବିବରଣୀ ଏହି ପୋର୍ଟାଲ ଜରିଆରେ ଦାଖଲ କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା। ଏଥିସହିତ ସହଜ ବ୍ୟବହାର ଲାଗି ଏକ ମୋବାଇଲ ଆପ୍ ପ୍ରସ୍ତୁତ ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପରାମର୍ଶ ଦେଇଥିଲେ। ବୈଠକରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ଅତିରିକ୍ତ ଶାସନ ସଚିବ ଶିବପ୍ରସାଦ ମହାପାତ୍ର, ଅରୁଣ ଉପସ୍ଥିତ ଥିଲେ। କୁମାର ସାହୁ ଏବଂ ଯୁଗ୍ମ ଶାସନ ସତ୍ତ୍ଵ ସଚିବ ଅଂଶୁମାନ ମହାନ୍ତି ପ୍ରମୁଖ