District
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ

*ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ*
ଡାବୁଗାଁ ରେ ବିଜେପି ର ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ ହୋଇ ଯାଇଛି। ପ୍ରଥମ ଦିନ ଏହି ଅବସରରେ ଜିଲ୍ଲା ସଭାପତି କୁଞ୍ଜବିହାରୀ ଦାଶ, ଡାବୁଗାଁ ମଣ୍ଡଳ ସଭାପତି ମନୋଜ କୁମାର ପାତ୍ର, ଜିଲ୍ଲା ସଂପାଦକ ଜେ ରାଜଶେଖର ରାଓ, ଜିଲ୍ଲା ସାଧାରଣ ସମ୍ପାଦକ ଜ୍ୟୋତି କଂସ, ଜିଲ୍ଲା ସଂପାଦକ ଲକ୍ଷ୍ମୀ ଜାନୀ ଓ ବିରେନ୍ଦ୍ର ପୂଜାରୀ ମଞ୍ଚାସିନ ଥିଲେ। ଡାବୁଗାଁ ମଣ୍ଡଳ ର ୫ଟି ପଞ୍ଚାୟତ ର ପ୍ରମୁଖ କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମ ରେ ଭାଗ ନେଇ ଥିଲେ।ରିପୋଟ ପ୍ରିୟଦର୍ଶିନୀ ପାତ୍ର, ନବରଙ୍ଗପୁର



