District

ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌

*ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*
ନବରଙ୍ଗପୁର :-ଡାବୁଗାଁ ଥାନା ଭିତରେ ଜଣେ ଯୁବକଙ୍କ ଆତ୍ମହତ୍ୟା ଘଟଣାରେ କର୍ତ୍ତବ୍ୟରେ ଅବହେଳା ପାଇଁ ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ପୋଲିସ ଷ୍ଟେସନର ଇନସପେକ୍ଟର-ଇନଚାର୍ଜ (ଆଇଆଇସି)ଙ୍କୁ ଏକ ବଡ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କର୍ତ୍ତବ୍ୟରେ ଅବହେଳା ପାଇଁ ସସ୍‌ପେଣ୍ଡ୍‌ କଲେ ପୋଲିସ ଡିଜି ।ରିପୋଟ ମିହିର ଶଙ୍କର ପାତ୍ର, ନବରଙ୍ଗପୁର

Mihir Sankar Patra (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button