OdishaPolitics

‘ଆମ ପ୍ରତିଶ୍ରୁତି ପଥରରେ ଅଙ୍କା ରଖଯାଇଥିବା ଅଲିଭା ଗାର’: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୧୧/୬: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂ୍ର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋଳନ ଚରଣ ମାଝୀ ଭୁବନେଶ୍ଵରର ପ୍ରଦର୍ଶନୀ ପଡ଼ିଆରେ ଆଜି ରାଜ୍ୟସ୍ତରୀୟ ବିକାଶ ମେଳା-୨୦୨୫’ର ଉଦ୍‌ଘାଟନ କରିଛନ୍ତି | ଏନେଇ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ ଜୁନ୍ ୧୮ ପର୍ଯ୍ୟନ୍ତ ଚାଲିବ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛରି, ବର୍ଷକ ତଳେ ରାଜ୍ୟବାସୀ ଯେଉଁ ଆଶାଆକାଂକ୍ଷା ରଖି ଶାସନରେ ପରିବର୍ତ୍ତନ ଆଣିଥିଲେ ଏବଂ ଆମକୁ ଶାସନ ଭାର ଦେଇଥିଲେ; ଆମେ ତାହାକୁ ପୂରଣ କରିବା ପାଇଁ ଦୃଢ଼ ପ୍ରତିବଦ୍ଧତାର ସହ କାର୍ଯ୍ୟ ଜାରି ରଖିନ୍ତୁ। ବିଗତ ଏକ ବର୍ଷ ଥିଲା ଆମ ପାଇଁ ଆହ୍ବାନର ବର୍ଷା ଏହି ସମୟ ମଧ୍ୟରେ ଆମେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛୁ ଏବଂ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତିଗୁଡିକୁ ବାସ୍ତବତାରେ ପରିଣତ କରିନ୍ତୁ ଆମ ପ୍ରତିଶ୍ରୁତି ପାଣିର ଗାର ନୁହେଁ, ପଥରରେ ଅଙ୍କା ଯାଇଥିବା ଅଲିଭା ଗାର କଥା ଦେଇଥିଲୁ କଥା ରଖିଛୁ ।

ସେ ପୁଣି କହିଥିଲେ, ଗଣତନ୍ତ୍ରରେ ଲୋକଙ୍କ ସ୍ବର ହିଁ ଭଗବାନଙ୍କ ସ୍ବର ଯଦି ଜନତା ସେମାନଙ୍କ ନିର୍ବାଚିତ ସରକାରଙ୍କୁ ନିଜର କଥା ଓ ବ୍ୟଥା କହିପାରିବେନି, ସେ ପ୍ରକାର ଗଣତନ୍ତ୍ର ଆତ୍ମହୀନା ଆମ ସରକାର ଆସିବା ପରେ ମୁଁ ବ୍ୟକ୍ତିଗତ ଭାବେ ଲୋକଙ୍କୁ ଭେଟି ଛୋଟବଡ଼ ସମସ୍ୟା ସଙ୍ଗେସଙ୍ଗେ ସମାଧାନ କରିବା ପାଇଁ ମନସ୍ଥ କଳି ଗତ ଏକ ବର୍ଷ ମଧ୍ୟରେ ଓଡ଼ିଶାର ସମସ୍ତ ଜିଲ୍ଲାକୁ ଗସ୍ତ କରି ଲୋକଙ୍କ ସହ କ‌ଥାବାର୍ତ୍ତା କରିଛି ବିଭିନ୍ନ ତନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛି ପୂରା ସରକାରକୁ ସମ୍ବଲପୁର ନେଇ ଯାଇ ଲୋକଙ୍କ କଥା ଶୁଣିଥିଲି। ଆଗାମୀ ଦିନରେ ଓଡ଼ିଶାର ବିଭିନ୍ନ ନିର୍ବାଚନମଣ୍ଡଳୀ ଗସ୍ତ କରିବାର ଯୋଜନା ରହିଛି। ଏଥିସହ ଦୁର୍ନୀତି ବିରୋଧରେ ଯୁଦ୍ଧ ଦେହି ଡାକରା ଦିଆଯାଇଛି। ଆଜି ପିଅନଠାରୁ ପ୍ରଶାସନିକ ଅଧିକାରୀଙ୍କ ପର୍ଯ୍ୟନ୍ତ କୌଣସି ଦୁର୍ନୀତିଗସ୍ତ ଅଧିକାରୀ ଓ କର୍ମଚାରୀ ସୁରକ୍ଷିତ ନୁନ୍ଦରି ସେ ଆହୁରି କହିଥିଲେ, ଆମେ ଲୋକଙ୍କୁ ଦେଇଥିବା ୨୧ଟି ପ୍ରତିଶ୍ରୁତି ମଧ୍ୟରୁ ପ୍ରାୟ ସମସ୍ତ ପ୍ରମୁଖ ପ୍ରତିଶ୍ରୁତିକୁ ସଫଳତାର ସହ କାର୍ଯ୍ୟକାରୀ କରିଛୁ ବିରୋଧୀ କେବଳ ବିରୋଧ କରିବା ଉଦ୍ଦେଶ୍ୟରେ ଅନେକ କଥା କରୁଛନ୍ତି। ୨୪ ବର୍ଷ ମଧ୍ୟରେ ସେମାନେ ଯେଉଁ କାମ କରି ନଥିଲେ, ଆମେ ୨୪ ମିନିଟ୍ ଭିତରେ କରି ଦେଖାଇପାରିଛୁ। ଓଡ଼ିଶାର ପ୍ରତ୍ୟେକ ଅଞ୍ଚଳକୁ ବିକାଶର ସୁଫଳ ପଞ୍ଚାଇବା ପାଇଁ ଆମ ସରକାର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଓ ‘ଉତ୍ତର ଓଡ଼ିଶା ବିଳାଶ ପରିଷଦ ଗଠନ କରିଛଢି ବୋଲି ସେ କହିଥିଲେ ।

ଏହି ଅବସରରେ ପ୍ରଦର୍ଶନୀ ପଡ଼ିଆ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ତଥା ହସ୍ତତନ୍ତ, ହସ୍ତଶିଳ୍ପ ଓ ସ୍ଥାନୀୟ ଉତ୍ପାଦ ସଂପର୍କିତ ପ୍ରଦର୍ଶନୀ ଏହା ଖୁବ୍ କୋର୍ଟର ଶୁଭାରମ କରିବା ସହିତ ବୁଲି ଦେଖିଥିଲେ। ଏହି ଜୁନ୍ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବା ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଓ ଏକାମ୍ର ଭୁବନେଶ୍ଵର ବିଧାୟକ ବାବୁ ସିଂହ ଉପସ୍ଥିତ ଥିଲେ | ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର କମିସନର ଗୁହା ପୁନମ ତାପସ କୁମାର ଧନ୍ୟବାଦ ଅର୍ପଣ କରିଥିଲେ ।

Editor@Abbc

Related Articles

Leave a Reply

Your email address will not be published. Required fields are marked *

Back to top button