DIstrictEducationNationOdishaPolitics

ଓଡ଼ିଶା ଗ୍ରସ୍ତ ରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୧୦/୦୭: ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି I ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷ୍ୟତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

ଜୁଲାଇ ୧୪ ଓ ୧୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button