BusinessDIstrictEducationNationOdishaPolitics

କାଲିଠୁ ଗଡ଼ିବ ଘରୋଇ ବସ

ଭୁବନେଶ୍ବର:11/7 ଘରୋଇ ବସ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ଆସିଛି

ଘରୋଇ ବସ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍

ଘରୋଇ ବସ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ଆସିଛି। ବସ୍‌ରେ ଯାତ୍ରା କରିବା ପାଇଁ ଆଉ ସେମାନେ ହଇରାଣ ହେବେ ନାହିଁ। ଅର୍ଥାତ ଆସନ୍ତାକାଲି (ଶନିବାର) ଠାରୁ ଯାତ୍ରୀବାହୀ ଘରୋଇ ବସ୍ ଚଳାଚଳ ୱାର୍କର୍ ୱେଲଫେୟାର ବୋର୍ଡରେ ଅଟୋ ଡ୍ରାଇଭରକୁ ସାମିଲ କରିବା ସହ ଜନସାଧାରଣଙ୍କ ଆକ୍ରୋଶରେ ଶିକାର ହେଉଥିବା ଡ୍ରାଇଭର ସମାଜର ସୁରକ୍ଷା ପାଇଁ ଏକ ସ୍ଵତନ୍ତ୍ର ଆଇନ ତିଆରି କରାଯିବା ଦାବିକୁ ଅନ୍ତର୍ଭୁକ୍ତ କରାଯାଇଛି ବୃତ୍ତିଗତ ଡ୍ରାଇଭରଙ୍କୁ ୬୦ ବର୍ଷ ବୟସ ପରେ ସ୍ଵତନ୍ତ୍ର ଭତ୍ତା ପ୍ରଦାନ, ପ୍ରତି ୧୦୦ କିଲୋମିଟର ଅନ୍ତରାଳରେ ଗାଡ଼ି ପାକିଂ ଏବଂ ଡ୍ରାଇଭରମାନଙ୍କ ବିଶ୍ରାମ ନେବାପାଇଁ ବିଶ୍ରାମଗାର ଶୌଚାଳୟ ବ୍ୟବସ୍ଥା, ରାଜ୍ୟରେ ଥିବା ପ୍ରତ୍ୟେକ ଖଣି ଖାଦାନ ଏବଂ କାରଖାନା ଗୁଡ଼ିକରେ ଓଡ଼ିଶାର ଡ୍ରାଇଭରଙ୍କୁ ଶତକଡ଼ା ୭୦ ପ୍ରତିଶତ କାମ ଦେବା ଏବଂ ସେପ୍ଟେମ୍ବର ୧ ତାରିଖକୁ ଜାତୀୟ ଡ୍ରାଇଭର ଦିବସ ରୂପେ ଘୋଷଣା କରାଯାଉ ବୋଲି ସଂଘ ଦାବି କରିଛିରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button