BusinessEducationNationPoliticsScience & TechWorld

ଭାରତ ପରୀକ୍ଷା କଲା ହାଇପରସୋନିକ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ, ୧୬/୦୭: ଭାରତ ଏକ ନୂଆ ହାଇପରସୋନିକ୍ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି ଏହି କ୍ଷେପଣାସ୍ତ୍ରର ନାମ ହେଉଛି ଏକ୍ସଟେଣ୍ଡେଡ୍ ଟ୍ରାଜେକ୍ଟୋରୀ ଲଙ୍ଗ ଡ୍ୟୁରସନ୍ ହାଇପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ରା ଏହି କ୍ଷେପଣାସ୍ତ୍ରର ବିଶେଷତ୍ଵ ହେଉଛି ଏହା ଶବ୍ଦଠାରୁ ଆଠଗୁଣ ଦ୍ରୁତ ଗତିରେ ଯାଇପାରିବ ।ଭାରତର ହାଇପରସୋନିକ କ୍ଷେପଣାସ୍ତ୍ର ଭାରତ ଏକ ନୂଆ ହାଇପରସୋନିକ୍ କ୍ଷେପଣାସ୍ତ୍ର ପରୀକ୍ଷଣ କରି ଏହି କ୍ଷେପଣାସ୍ତ୍ରର ନାମ ହେଉଛି ଏକ୍ସଟେଣ୍ଡେଡ୍‌ ଟ୍ରାଜେକ୍ଟୋରୀ ଲଙ୍ଗ ଡୁରସନ୍ ହାଇପରସୋନିକ୍ କ୍ରୁଜ୍ କ୍ଷେପଣାସ୍ତ୍ରା ଏହି କ୍ଷେପଣାସ୍ତ୍ରର ବିଶେଷତ୍ୱ ହେଉଛି ଏହା ଶବ୍ଦଠାରୁ ଆଠଗୁଣ ଦ୍ରୁତ ଗତିରେ ଯାଇପାରିବ

ଭାରତ ପରୀକ୍ଷା କଲା ହାଇପରସୋନିକ କ୍ଷେପଣାସ୍ତ୍ରଏହି କ୍ଷେପଣାସ୍ତ୍ର ୧୫୦୦ କିଲୋମିଟର ଦୂର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିବାକୁ ସକ୍ଷମା ଡିଆରଡିଓ ଏହି କ୍ଷେପଣାସ୍ତ୍ରକୁ ପ୍ରୋଜେକ୍ଟ ବିଷ୍ଣୁ ଅଧୀନରେ ବିକଶିତ କରିଛି ଏହି ପରୀକ୍ଷଣ ହୋଇଛି ଏପରି ସମୟରେ ଯେତେବେଳେ ବିଶ୍ବରେ ଯୁଦ୍ଧ ଉତ୍ତେଜନା ବୃଦ୍ଧି ପାଉଛି

ହାଇପରସୋନିକ୍ ମିସାଇଲ୍ ହେଉଛି ଏକ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଯାହା ଶବ୍ଦର ବେଗରୁ ପାଞ୍ଚ ଗୁଣରୁ ଅଧୂକ ବେଗରେ (ମାକ୍ ୫ ବା ତା’ଠାରୁ ଅଧୂକ) ଗତି କରିପାରୋ ଏହା ଅତି କ୍ଷୀପ୍ର ଗତି ଏବଂ ଚତୁର ନାଭିଗେସନ୍ କ୍ଷମତା ଯୋଗୁଁ ଶତ୍ରୁର ପ୍ରତିରକ୍ଷା ବ୍ୟବସ୍ଥାକୁ ଅତି ସହଜରେ ଏଡ଼ାଇ ଦେଇପାରୋ ଏହି ମିସାଇଲ୍ଗୁଡ଼ିକ ଅତ୍ୟନ୍ତ ସଠିକତାର ସହ ଲକ୍ଷ୍ୟସ୍ଥଳରେ ଆଘାତ କରିପାରେ ଏବଂ ସାଧାରଣତଃ ଯୁଦ୍ଧାସ୍ତ୍ର ବା ପାରମାଣବିକ ଅସ୍ତ୍ର ବହନ କରିବା ପାଇଁ ଡିଜାଇନ୍ କରାଯାଇଥାଏ
ଏହି କ୍ଷେପଣାସ୍ତ୍ର ୧୫୦୦ କିଲୋମିଟର ଦୂର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିବାକୁ ସକ୍ଷମା ଡିଆରଡିଓ ଏହି କ୍ଷେପଣାସ୍ତ୍ରକୁ ପ୍ରୋଜେକ୍ଟ ବିଷ୍ଣୁ ଅଧୀନରେ ବିକଶିତ କରିଛି ଏହି ପରୀକ୍ଷଣ ଏପରି ସମୟରେ ହୋଇଛି ଯେତେବେଳେ ବିଶ୍ବରେ ଯୁଦ୍ଧ ଉତ୍ତେଜନା ବୃଦ୍ଧି ପାଉଛି ଏହାକୁ ଦୃଷ୍ଟିରେ ରଖ୍ ଭାରତ ଏହାର ପ୍ରତିରକ୍ଷା କ୍ଷମତାକୁ ଆଧୁନିକୀକରଣ କରିବା ପାଇଁ ଦ୍ରୁତ ଗତିରେ କାମ କରୁଛି।

ଏହି କ୍ଷେପଣାସ୍ତ୍ର ୧୫୦୦ କିଲୋମିଟର ଦୂର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରିବାକୁ ସକ୍ଷମା ଡିଆରଡିଓ ଏହି କ୍ଷେପଣାସ୍ତ୍ରକୁ ପ୍ରୋଜେକ୍ଟ ବିଷ୍ଣୁ ଅଧୀନରେ ବିକଶିତ କରିଛି ଏହି ପରୀକ୍ଷଣ ଏପରି ସମୟରେ ହୋଇଛି ଯେତେବେଳେ ବିଶ୍ବରେ ଯୁଦ୍ଧ ଉତ୍ତେଜନା ବୃଦ୍ଧି ପାଉଛି।

ହାଇପରସୋନିକ୍ ମିସାଇଲ୍ ହେଉଛି ଏକ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଯାହା ଶହେ ଗୁଣରୁ ଅଧିକ ବେଗରେ
ଗତି କରିପାରୋ ଏହା ଅତି କ୍ଷୀପ୍ର ଗ ଏବଂ ଚତୁର ନାଭିଗେସନ୍ କ୍ଷମତା ଯୋଗୁଁ ଶତ୍ରୁଟ ପ୍ରତିରକ୍ଷା ବ୍ୟବସ୍ଥାକୁ ଅତି ସହଜରେ ଏଡ଼ାଇ

Govinda Tripathi (District Reporter) Nabarangpur

Related Articles

Leave a Reply

Your email address will not be published. Required fields are marked *

Back to top button