Education

ଓଡ଼ିଶାରେ ବିଶ୍ଵ ସ୍ତରୀୟ କ୍ରୀଡା ମହାକୁମ୍ଭ

ଓଡ଼ିଶାରେ ବିଶ୍ବସ୍ତରୀୟ କ୍ରୀଡ଼ା ମହାକୁମ୍ଭ

 

ଆଜି ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଶ୍ବସ୍ତରୀୟ କ୍ରୀଡ଼ା ମହାକୁମ୍ଭ

 

ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୱାର୍ଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଟୁର୍ଣ୍ଣାମେଣ୍ଟ

 

ୱାର୍ଲ୍ସ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଟୁର୍ଣ୍ଣାମେଣ୍ଟ ଭାରତରେ ପ୍ରଥମ ଥର ପାଇଁ ଆୟୋଜନ ହୋଇଛି

 

ଗୋଟିଏ ଗ୍ରାଉଣ୍ଡରେ ଏକାଠି ହେବେ ୧୭ଟି ଦେଶର ୨୨୫ ପ୍ରତିଯୋଗୀ

 

ମୋଟ ୧୯ଟି ଇଭେଣ୍ଟରେ ହେବ ପ୍ରତିଦ୍ବନ୍ତ୍ରିତା

 

ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଦେଶ ବିଦେଶର ଖେଳାଳି

 

୯୩ଜଣ ଭାରତୀୟ ଆଥଲେଟ ବିଭିନ୍ନ ଇଭେଣ୍ଟରେ ଭାଗ ନେଇଛନ୍ତି

 

ଶ୍ରାବଣୀ ନନ୍ଦ, ପ୍ରଜ୍ଞା ପାରମିତା, ଲାଲୁ ପ୍ରସାଦ ଭୋଇ ଓ ଅନିମେଷ କୁଜୁର ଓଡ଼ିଶା ପକ୍ଷରୁ ପ୍ରତିନିର୍ଧୂତ୍ବ କରିବେ

Govinda Tripathy

Related Articles

Leave a Reply

Your email address will not be published. Required fields are marked *

Back to top button