ଲୋକଙ୍କ ସହ ୧୨୫ ତମ ମନ୍ କି ବ।ତ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଲୋକଙ୍କ ସହ ‘୧୨୫ତମ ‘ମନ୍ କି ବାତ୍’ ଶୁଣିଲେ ମୋହନ ମାଝୀ
ଏହି କାର୍ଯ୍ୟକ୍ରମ ଅସରନ୍ତି ପ୍ରେରଣାର ଉତ୍ସ
ଭୁବନେଶ୍ଵର ,ତ।୩୧/୮
ଲୋକ ଙ୍କ ଗହଣରେ ବସି ପ୍ରଧାନମନ୍ତ୍ରୀଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଶୁଣିଲେ ସ୍ଥାନୀୟ ଲୋକଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ମୋହନ ମାଝୀ ଚନ୍ଦ୍ରଶେଖରପୁର ଶିଶୁ ବିହାରରେ ସ୍ଥାନୀୟ ଲୋକଙ୍କ ସହ ମିଶି ‘ମନ୍ କି ବାତ୍’ ଶୁଣିଛନ୍ତି। ଏମିତିରେ ଲୋକେ ତଥା ପିଲାମାନେ ମୁଖ୍ୟମନ୍ତ୍ରୀଙ୍କୁ ଅତି ପାଖରୁ ପାଇ ଖୁବ୍ ଖୁସି ଓ ଉତ୍ସାହିତ ହୋଇଥିଲେ । ସ୍ଥାନୀୟ ଲୋକଙ୍କ ସହିତ ‘ମନ୍ କି ବାତ୍’ ଶୁଣିବା ପରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି କାର୍ଯ୍ୟକ୍ରମ କୋଟି କୋଟି ଲୋକଙ୍କ ପାଇଁ ଅସ ର ନ୍ତି ପ୍ରେ ର ଣ ଉତ୍ସ ହୋଇପାରିଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତେକ ଥର ପରି ସେ ବିଭିନ୍ନ କ୍ଷେତ୍ର ର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି ଲୋକଲୋଚନକୁ ଆଣିଥିଲେ ଆଜି
ପ୍ରଧାନମନ୍ତ୍ରୀ ଓଡ଼ିଆ ଝିଅ ରଶ୍ମିତା ସାହୁଙ୍କ ସହିତ କଥା ହୋଇ ତାଙ୍କର ଉଚ୍ଚ ପ୍ରଶଂସ ଶଂସା କରିଥିଲେ ରଶ୍ମିତା ନିକଟରେ ଅନୁଷ୍ଠିତ । ଖେଲୋ ଇଣ୍ଡିଆ କାନୋଇଙ୍ଗ୍ (ଜଳକ୍ରୀଡ଼ା) ପ୍ରତି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଦୁଇଟି ସ୍ଵର୍ଣ୍ଣ ପଦକ ପାଇଛନ୍ତି। ଭୁବନେଶ୍ଵର ପଟିଆ ଶିଶୁ ବିହାର ପାର୍କରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହିତ ଦେଶର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀ ଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୨୫ ତମ ସଂସ୍କରଣ ଶୁଣିଲି। ଆଜିର ମନ୍ କି ବାତ୍ କାର୍ଯ୍ୟକ୍ରମରେ ମାନନୀୟ ପ୍ରଧାନମନ୍ତ୍ରୀ ସ୍ଵଦେଶୀ ଦ୍ରବ୍ୟର ବ୍ୟବହାର କରିବା ଉପରେ ଗୁ ରୁ ତ୍ବ ରୋ ପ କ ରି ଛନ୍ତି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା କ। ୟାକି ଙ୍ଗ୍ ଓ କାନୋଇଙ୍ଗ୍ ଆସୋସିଏସନର ସହଯୋଗରେ ଜଗତ ଜଗପୀର ର ସାଇ ସ୍ପୋର୍ଟ ଆନୁକୂଲ୍ୟରେ ଓଡ଼ିଶାର କ୍ରୀଡ଼ା ପ୍ରତିଭାମାନଙ୍କୁ ଉତ୍ତମ ପ୍ରଶିକ୍ଷଣ ଦିଆ ଯାଉଛି। ରଶ୍ମିତ
ଜଗତପୁର ରେ କାନୋଇଙ୍ଗ୍ ପ୍ରଶିକ୍ଷଣ ପାଇଛନ୍ତି I ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନେକ ଦିନ ଧରି ଓଡ଼ିଶା କାୟାକି ଙ୍ଗ୍ ଓ କାନୋ।ଇଙ୍ଗ୍ ଆସୋସିଏସନର ସଭାପତି ଥିଲେ । ବର୍ତ୍ତମାନ ସେ ଏହି ସଂସ୍ଥାର ଚିଫ୍ ପାଟ୍ରୋନ୍ ଅଛନ୍ତି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଲୋକଙ୍କୁ ସମ୍ପନ୍ଧିତ ମଧ୍ଯ କ ରି ଥି ଲେ। ଦୁଇ ଜଣ ବରିଷ୍ଠ ନାଗରିକ ତଥା ସମାଜସେବୀ ରା ରାଜେନ୍ଦ୍ର ବାରିକ ଓ ବି.ବି. ମିଶ୍ର ଏବଂ ଶିଶୁ ବିହାର ଯୋଗ କେନ୍ଦ୍ରର ପ୍ରମୁଖ ବିଶ୍ୱନାଥ ନାୟକ, ଭାରତୀ ପ୍ରଧାନ ଓ ଏଲ୍.ଡି ସାହୁ ସମ୍ପନ୍ଧିତ ହୋଇଥିଲେ । ଏହା ସହିତ ମନ୍ଦିର କମିଟି, ମହିଳା ସଂଘ ଏବଂ ୱାର୍ଡ ନଂ-୬ର ଅନ୍ୟ ସମାଜସେବୀ ସଦସ୍ୟମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ପଦ୍ଧିତ କରିଥିଲେ । ସୂଚନାଯୋଗ୍ୟ ଯେ, ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ଅଞ୍ଚଳରେ ଦୀର୍ଘ ଆଠ ବର୍ଷ ଧରି ରହିଥିଲେ ।